76

ସେପ୍ଟେମ୍ବର ପ୍ରଥମ ସପ୍ତାହରେ + ୨ କଳା ରେଜଲ୍ଟ

ଭୁବନେଶ୍ବର : ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଫଳାଫଳ। ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ।  ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

Spread the love