ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଥିବାର ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି । ଏବେ ତାଙ୍କର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନ ଙ୍କୁ ସ୍ୱାସ୍ଥ୍ୟପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି ।
I have tested Covid positive.
Now I am in home isolation and stable.
Those who have come in contact with me in the last few days are requested to get themselves tested if required.— Dr. Arun Kumar Sahoo (@dr_arunsahoo) August 31, 2020